Nehemiah 9:20 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ପାଇଁ ଆପଣାର ମଙ୍ଗଳମଯ ଆତ୍ମା ପ୍ରଦାନ କଲ। ତୁମ୍ଭେ ସମାନଙ୍କେଠାରୁ ତୁମ୍ଭର ମାନ୍ନା ଛଡାଇ ନଲେ ନାହିଁ। ସମାନଙ୍କେର ତୃଷ୍ନା ନିବାରଣାର୍ଥେ ସମାନଙ୍କେୁ ଜଳ ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ। ତୁମ୍ଭେ ସେମାନଙ୍କଠାରୁ ତୁମ୍ଭର ମାନ୍ନା ଛଡ଼ାଇ ନେଲ ନାହିଁ। ସେମାନଙ୍କର ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।