Nehemiah 9:21 — Compare Translations
5 translations compared side by side
Odia - 1840
"ତୁମ୍ଭେ ଗ୍ଭଳିଶ ବର୍ଷ ପର୍ୟ୍ଯନ୍ତ ପ୍ରାନ୍ତର ରେ ସମାନଙ୍କେୁ ପ୍ରତିପାଳନ କଲ। ସମାନଙ୍କେର କିଛି ଅଭାବ ହେଲା ନାହିଁ। ସମାନଙ୍କେର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସମାନଙ୍କେର ପାଦ ଫୁଲିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ। ସେମାନଙ୍କର କିଛି ଅଭାବ ହେଲା ନାହିଁ। ସେମାନଙ୍କର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କର ପାଦ ଫୁଲିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।