Nehemiah 9:22 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ଯ ଓ ଗୋଷ୍ଠୀ ଦଲେ ଓ ତାହା ସମାନଙ୍କେ ବାଣ୍ଟ ଅନୁସାରେ ନିରୂପଣ କଲ। ତେଣୁ ସମାନେେ ସୀହାନେ ଦେଶ ହିଷ୍ବୋନ୍ ରାଜାର ଦେଶ, ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ। ତେଣୁ ସେମାନେ ସୀହୋନ ଦେଶ ହିଷ୍ବୋନ୍ ରାଜାର ଦେଶ, ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।