Nehemiah 9:23 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ଯ ବହୁ ସଂଖ୍ଯକ କଲ। ଯେଉଁଦେଶ ସମାନେେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସମାନଙ୍କେ ପୂର୍ବପୁରୁଷଗଣଙ୍କଠା ରେ ଶପଥ କରିଥିଲ, ସହେି ଦେଶକୁ ସମାନଙ୍କେୁ ଆଣିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ। ଯେଉଁଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣଙ୍କଠାରେ ଶପଥ କରିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।