Nehemiah 9:24 — Compare Translations

5 translations compared side by side

Odia - 1840
"ଏହିପରି ସହେି ସନ୍ତାନଗଣ ଦେଶ ରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସମାନଙ୍କେ ସମ୍ମୁଖ ରେ ସହେି ଦେଶବାସୀ କିଣାନୀଯମାନଙ୍କୁ ପରାସ୍ତ କଲ। ସମାନେେ ଯେପରି ନିଜ ଇଛାମତେ ବ୍ଯବହାର କରିବେ। ଏଥିପାଇଁ ସମାନଙ୍କେୁ ଓ ସମାନଙ୍କେ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସମାନଙ୍କେ ହସ୍ତ ରେ ସମର୍ପଣ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକି ସେମାନଙ୍କ ହସ୍ତରେ ସମର୍ପଣ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ସେହି ସନ୍ତାନଗଣ ଦେଶରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ। ସେମାନେ ଯେପରି ନିଜ ଇଚ୍ଛାମତେ ବ୍ୟବହାର କରିବେ। ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।
Odia IRV 2017 (ଓଡିଆ ବାଇବେଲ)
ଏହି ରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।