Nehemiah 9:25 — Compare Translations

5 translations compared side by side

Odia - 1840
"ତହିଁରେ ସମାନେେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ଦେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ଯ ରେ ପରିପୂର୍ଣ୍ଣ ଗୃହ, ଖାଦେିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜିତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ତୁମ୍ଭର ମହା ମଙ୍ଗଳ ଦାନ ରେ ଆନନ୍ଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ⇧ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ନେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଖାଇଲେ। ସେମାନେ ତୁମ୍ଭର ମହା ମଙ୍ଗଳ ଦାନରେ ଆନନ୍ଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।