Nehemiah 9:26 — Compare Translations
5 translations compared side by side
Odia - 1840
"ତଥାପି ସମାନେେ ଅନାଜ୍ଞାବହ ହେଲେ। ସମାନେେ ତୁମ୍ଭ ବିରୁଦ୍ଧ ରେ ଦ୍ରୋହାଚରଣ କଲେ। ସମାନେେ ତୁମ୍ଭର ବ୍ଯବସ୍ଥା ନିଜ ପଛକୁ ପକାଇଲେ। ସମାନେେ ତୁମ୍ଭର ଯେଉଁ ଭବିଷ୍ଯଦ୍ବକ୍ତାମାନେ ତୁମ୍ଭ ପାଖକୁ ଫରେି ଆସିବା ପାଇଁ ୟୁକ୍ତି କଲେ, ସମାନଙ୍କେୁ ହତ୍ଯା କଲେ ସମାନେେ ସହେି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀଯ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତା-ମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କ ବିପକ୍ଷରେ ସାକ୍ଷ୍ୟ ଦେଲେ, ସେମାନଙ୍କୁ ବଧ କଲେ ଓ ମହାବିରକ୍ତିଜନକ କାର୍ଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସେମାନେ ଅନାଜ୍ଞାବହ ହେଲେ। ସେମାନେ ତୁମ୍ଭ ବିରୁଦ୍ଧରେ ଦ୍ରୋହାଚରଣ କଲେ। ସେମାନେ ତୁମ୍ଭର ବ୍ୟବସ୍ଥା ନିଜ ପଛକୁ ପକାଇଲେ। ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣିବା ପାଇଁ ଯୁକ୍ତି କଲେ, ସେମାନଙ୍କୁ ହତ୍ୟା କଲେ ସେମାନେ ସେହି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀୟ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)