Nehemiah 9:28 — Compare Translations

5 translations compared side by side

Odia - 1840
"ମାତ୍ର ସମାନେେ ବିଶ୍ରାମ କଲାପରେ, ପୁନ୍ନର୍ବାର ତୁମ୍ଭ ବିରୁଦ୍ଧ ରେ କୁକର୍ମମାନ କଲେ। ଏଣୁ ତୁମ୍ଭେ ସମାନଙ୍କେୁ ଶତୃଗଣଙ୍କ ହସ୍ତ ରେ ସମର୍ପଣ କଲ। ସମାନେେ ସମାନଙ୍କେ ଉପରେ କତ୍ତୃର୍ତ୍ବ କଲେ। ତଥାପି ଯେତବେେଳେ ସମାନେେ ଫରେି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତବେେଳେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣିଲ। ଆଉ ଅନକେଥର ତୁମ୍ଭେ ଆପଣା ଦୟା ଅନୁସାରେ ସମାନଙ୍କେୁ ଉଦ୍ଧାର କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୁଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ଵର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ବିଶ୍ରାମ କଲାପରେ, ପୁନର୍ବାର ତୁମ୍ଭ ବିରୁଦ୍ଧରେ କୁକର୍ମମାନ କଲେ। ଏଣୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣଙ୍କ ହସ୍ତରେ ସମର୍ପଣ କଲ। ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ। ଆଉ ଅନେକ ଥର ତୁମ୍ଭେ ଆପଣା ଦୟା ଅନୁସାରେ ସେମାନଙ୍କୁ ଉଦ୍ଧାର କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।
Odia IRV 2017 (ଓଡିଆ ବାଇବେଲ)