Nehemiah 9:29 — Compare Translations
5 translations compared side by side
Odia - 1840
"ପୁନର୍ବାର ତୁମ୍ଭେ ସମାନଙ୍କେୁ ସତର୍କ କଲ। ତୁମ୍ଭେ ସମାନଙ୍କେୁ, ତୁମ୍ଭ ବ୍ଯବସ୍ଥା ନିକଟକୁ ଫରେିବା ପାଇଁ କହିଲି। କିନ୍ତୁ ସମାନେେ ବହୁତ ଗର୍ବୀ ଥିଲେ। ସମାନେେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ଯବସ୍ଥା ମାନନ୍ତି, ତବେେ ସମାନେେ ବାସ୍ତବ ରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ଯବସ୍ଥା ଭଙ୍ଗ କଲେ। ସମାନେେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ଯାଖାନ କଲେ। ସମାନେେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳିଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ସ୍କନ୍ଧ ଘୁଞ୍ଚାଇ ନେଲେ ଓ ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ଶୁଣିବାକୁ ଅସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁନର୍ବାର ତୁମ୍ଭେ ସେମାନଙ୍କୁ ସତର୍କ କଲ। ତୁମ୍ଭେ ସେମାନଙ୍କୁ, ତୁମ୍ଭ ବ୍ୟବସ୍ଥା ନିକଟକୁ ଫେରିବା ପାଇଁ କହିଲ। କିନ୍ତୁ ସେମାନେ ବହୁତ ଗର୍ବୀ ଥିଲେ। ସେମାନେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ୟବସ୍ଥା ମାନନ୍ତି, ତେବେ ସେମାନେ ବାସ୍ତବରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ୟବସ୍ଥା ଭଙ୍ଗ କଲେ। ସେମାନେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ୟାଖାନ କଲେ। ସେମାନେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)