Nehemiah 9:3 — Compare Translations

5 translations compared side by side

Odia - 1840
"ସମାନେେ ସଠାେରେ ପ୍ରାଯ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ବ୍ଯବସ୍ଥା ପୁସ୍ତକ ପାଠ କଲେ। ଏହାପରେ ସମାନେେ ସଠାେରେ ତିନିଘଣ୍ଟାରୁ ଉର୍ଦ୍ଧଧରି ସମାନଙ୍କେର ପାପ ସ୍ବୀକାର କଲେ ଓ ନତମସ୍ତକ ହାଇେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସ୍ଵ ସ୍ଵ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ଵୀକାର କରି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେଠାରେ ପ୍ରାୟ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ବ୍ୟବସ୍ଥା ପୁସ୍ତକ ପାଠ କଲେ। ଏହା ପରେ ସେମାନେ ସେଠାରେ ତିନି ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସେମାନଙ୍କର ପାପ ସ୍ୱୀକାର କଲେ ଓ ନତମସ୍ତକ ହୋଇ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।