Nehemiah 9:30 — Compare Translations

5 translations compared side by side

Odia - 1840
"ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କ କଥା ସହ୍ୟ କଲ ଓ ଆପଣା ଆତ୍ମା ଦ୍ଵାରା ଆପଣା ଭବିଷ୍ୟଦ୍-ବକ୍ତାଗଣ ଦେଇ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ ।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ବହୁବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମାଦ୍ୱାରା ଆପଣା ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭେ ସତର୍କ କଲ। ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀ ହସ୍ତରେ ସମର୍ପଣ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
Odia IRV 2017 (ଓଡିଆ ବାଇବେଲ)
ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।