Nehemiah 9:32 — Compare Translations

5 translations compared side by side

Odia - 1840
"ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ବର ତୁମ୍ଭେ ନିଯମ ଓ ଦୟା ପାଳନ କରିଥାଅ। ଅଶୂରୀଯ ରାଜଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ଯଦ୍ ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଲେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟି ରେ କ୍ଷୁଦ୍ର ଦଖାେ ନଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ଵର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ଵର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟ‌ଦ୍‌ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Odia IRV 2017 (ଓଡିଆ ବାଇବେଲ)