Nehemiah 9:33 — Compare Translations
5 translations compared side by side
Odia - 1840
"ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ୟ୍ଯନ୍ତ ଯାହା ଯାହା ଘଟିଅଛି, ସେ ସବୁ ରେ ତୁମ୍ଭେ ଧର୍ମମଯ ଅଟ। କାରଣ ତୁମ୍ଭେ ସତ୍ଯ ବ୍ଯବହାର କରିଅଛ। ମାତ୍ର ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ଯ୍ୟନ୍ତ ଯାହା ଯାହା ଘଟିଅଛି, ସେ ସବୁରେ ତୁମ୍ଭେ ଧର୍ମମୟ ଅଟ। କାରଣ ତୁମ୍ଭେ ସତ୍ୟ ବ୍ୟବହାର କରିଅଛ। ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।