Nehemiah 9:34 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭମାନଙ୍କ ରାଜଗଣ, ରାଜତପୁତ୍ଗଣ, ଆମ୍ଭର ଯାଜକଗଣ ଓ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭ ବ୍ଯବସ୍ଥା ପାଳନ କରି ନାହାଁନ୍ତି। ସମାନେେ ତୁମ୍ଭର ଆଜ୍ଞା ଏବଂ ତୁମ୍ଭର ସତର୍କବାଣୀ ଶୁଣିଲେ ନାହିଁ, ଯାହା ତୁମ୍ଭେ ସମାନଙ୍କେ ବିରୁଦ୍ଧ ରେ ଦଇେଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ରାଜଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ଵାରା ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭମାନଙ୍କ ରାଜଗଣ, ରାଜପୁତ୍ରଗଣ, ଆମ୍ଭର ଯାଜକଗଣ ଓ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି। ସେମାନେ ତୁମ୍ଭର ଆଜ୍ଞା ଏବଂ ତୁମ୍ଭର ସତର୍କବାଣୀ ଶୁଣିଲେ ନାହିଁ, ଯାହା ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଦେଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)