Nehemiah 9:35 — Compare Translations

5 translations compared side by side

Odia - 1840
"ହତେୁ ସମାନେେ ଆପଣାମାନଙ୍କ ରାଜ୍ଯ ରେ ସମାନଙ୍କେୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳ ରେ ଓ ସମାନଙ୍କେ ସମ୍ମୁଖ ରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶ ରେ ତୁମ୍ଭର ସବୋ କରି ନାହାଁନ୍ତି। କି ନିଜ ନିଜ ଦୁଷ୍କର୍ମରୁ ଫରେି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁଫେରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ସେମାନେ ଆପଣାମାନଙ୍କ ରାଜ୍ୟରେ ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି। କି ନିଜ ନିଜ ଦୁଷ୍କର୍ମରୁ ଫେରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।