Nehemiah 9:36 — Compare Translations
5 translations compared side by side
Odia - 1840
"ଆଜି ଆମ୍ଭମାନେେ ଦାସ ହାଇେଅଛୁ। ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ଯ ଭୋଗ କରିବାକୁ ଦଇେଥିଲେ। ସହେି ଦେଶ ରେ ଆମ୍ଭମାନେେ ଦାସ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ, ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ଆମ୍ଭେମାନେ ଦାସ ହୋଇଅଛୁ। ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ। ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।