Nehemiah 9:37 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭମାନଙ୍କ ପାପ ହତେୁ ତୁମ୍ଭେ ଯେଉଁ ରାଜଗଣଙ୍କୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସମାନଙ୍କେ ପ୍ରତି ସହେି ଦେଶ ପ୍ରଚୁର ଫଳ ଉତ୍ସର୍ଗ କରୁଅଛି। ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସମାନଙ୍କେର ସ୍ବଚ୍ଛାମତ କ୍ଷମତା ଅଛି। ଆଉ ଆମ୍ଭମାନେେ ମହା କ୍ଲେଶ ରେ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନଙ୍କ ପ୍ରତି ସେହି ଦେଶ ପ୍ରଚୁର ଫଳ ଉତ୍ପନ୍ନ କରୁଅଛି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ଵେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭମାନଙ୍କ ପାପ ହେତୁ ତୁମ୍ଭେ ଯେଉଁ ରାଜଗଣଙ୍କୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନଙ୍କ ପ୍ରତି ସେହି ଦେଶ ପ୍ରଚୁର ଫଳ ଉତ୍ସର୍ଗ କରୁଅଛି। ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି। ଆଉ ଆମ୍ଭେମାନେ ମହା କ୍ଳେଶରେ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;