Nehemiah 9:38 — Compare Translations
5 translations compared side by side
Odia - 1840
"ତଥାପି ଏସବୁ ଘଟିଲେ ହେଁ ଆମ୍ଭମାନେେ ଏକ ନିଶ୍ଚିତ ନିଯମ କରି ତାହା ଲେଖିଅଛୁ। ଆଉ ଆମ୍ଭମାନଙ୍କର ଅଧିପତିମାନେ, ଆମ୍ଭମାନଙ୍କ ଲବେୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମାହେରାଙ୍କିତ କରୁଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖିଅଛୁ। ଆଉ ଆମ୍ଭମାନଙ୍କର ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏସବୁ ଘଟିଲେ ହେଁ ଆମ୍ଭେମାନେ ଏକ ନିଶ୍ଚିତ ନିୟମ କରି ତାହା ଲେଖୁଅଛୁ; ଆଉ, ଆମ୍ଭମାନଙ୍କ ଅଧିପତିମାନେ, ଆମ୍ଭମାନଙ୍କ ଲେବୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମୋହରାଙ୍କିତ କରୁଅଛନ୍ତି।