Nehemiah 9:4 — Compare Translations

5 translations compared side by side

Odia - 1840
"ଏହାପରେ, ଯଶୂେଯ, ବାନି, କଦ୍ମୀଯେଲ୍, ଶବନିଯ, ବୁନ୍ନି, ଶେ ରବେିଯ, ବାନି ଓ କନାନି ଲବେୀୟମାନଙ୍କ ପଛ ରେ ଛିଡା ହାଇେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କଠା ରେ ଉଚ୍ଚସ୍ବର ରେ କ୍ରନ୍ଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ଲେବୀୟମାନଙ୍କ ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟରେ ଉଚ୍ଚୈଃସ୍ଵରରେ କ୍ରନ୍ଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ, ଯେଶୂୟ, ବାନି, କ‌‌‌‌‌ଦ୍‌‌‌‌‌ମୀୟେଲ୍, ଶବନିୟ, ବୁନ୍ନି, ଶେରେବିୟ, ବାନି ଓ କନାନି ଲେବୀୟମାନଙ୍କ ପଛରେ ଛିଡ଼ା ହୋଇ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କଠାରେ ଉଚ୍ଚସ୍ୱରରେ କ୍ରନ୍ଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।