Nehemiah 9:5 — Compare Translations
5 translations compared side by side
Odia - 1840
"ଏହାପରେ ଲବେୀୟମାନେ: ଯଶୂେଯ, କଦମୀଯଲେ, ବାନି, ହଶବନିଯ, ଶେ ରବେିଯ, ହାଦେିୟ, ଶବନିଯ, ଓ ପଥାଦିଯ କହିଲେ, ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାଯୀ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ଧନ୍ଯବାଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଏହି ଲେବୀୟମାନେ କହିଲେ, ଉଠ, ଅନାଦି କାଳରୁ ଅନ; କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ଵିତ ନାମ ଧନ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେବୀୟମାନେ: ଯେଶୂୟ, କଦ୍ମୀୟେଲ, ବାନି, ହଶବନିୟ, ଶେରେବିୟ, ହୋଦିୟ, ଶବନିୟ, ଓ ପାଥାଦିୟ କହିଲେ, “ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର। “ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।