Nehemiah 9:6 — Compare Translations
5 translations compared side by side
Odia - 1840
"ତୁମ୍ଭେ ହିଁ ପରମେଶ୍ବର ଅଟ। ହେ ସଦାପ୍ରଭୁ, କବଳେ ତୁମ୍ଭେ ହିଁ ପରମେଶ୍ବର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ବର୍ଗ ସୃଷ୍ଟି କରିଅଛ। ଏବଂ ସ୍ବର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧିଅରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରେତ୍ୟକକର ଜୀବନଦାତା। ସ୍ବର୍ଗୀଯ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ଵର୍ଗ, ସ୍ଵର୍ଗର ସ୍ଵର୍ଗ ଓ ତହିଁର ସମଗ୍ର ବାହିନୀ⇧, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛଜ ଓ ସ୍ଵର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହିଁ ପରମେଶ୍ୱର ଅଟ। ହେ ସଦାପ୍ରଭୁ, କେବଳ ତୁମ୍ଭେ ହିଁ ପରମେଶ୍ୱର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ୱର୍ଗ ସୃଷ୍ଟି କରିଅଛ। ଏବଂ ସ୍ୱର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧ୍ୟରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରତ୍ୟେକର ଜୀବନଦାତା। ସ୍ୱର୍ଗୀୟ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।