Nehemiah 9:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ତାଠା ରେ ତାର ଅନ୍ତକରଣ ବିଶ୍ବସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀଯ, ହିତ୍ତୀଯ, ଇ ମାରେୀଯ, ପରିଷୀଯ ଓ ୟିବୁଷୀଯ, ଗିର୍ଗାଶୀଯର ଭୂମି ଅବ୍ରାହାମର ବଂଶଧରମାନଙ୍କୁ ଏହା ଦବୋକୁ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ଵସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାଠାରେ ତାର ଅନ୍ତକରଣ ବିଶ୍ୱସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ଯିବୂଷୀୟ ଓ ଗିର୍ଗାଶୀୟର ଭୂମି ଅବ୍ରହାମର ବଂଶଧରମାନଙ୍କୁ ଏହା ଦେବାକୁ ପ୍ରତିଜ୍ଞା କରିଥିଲ। ତୁମ୍ଭେ ତୁମ୍ଭର ପ୍ରତିଜ୍ଞା ରକ୍ଷା କରିଅଛ। କାରଣ ତୁମ୍ଭେ ଧର୍ମମୟ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍‍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
Odia IRV 2017 (ଓଡିଆ ବାଇବେଲ)