Numbers 1:16 — Compare Translations

5 translations compared side by side

Odia - 1840
"ଏମାନେ ହେଉଛନ୍ତି ସହେି ଲୋକ ସମାଜ ମଧ୍ଯରୁ ବଛା ୟାଇଛନ୍ତି। ସମାନେେ ସମାନଙ୍କେର ପିତାଙ୍କର ପରିବାରବର୍ଗର ନେତା ଆଉ ଇଶ୍ରାଯଲର ବିଭାଗର ନେତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ହେଉଛନ୍ତି ସେହି ଲୋକ ସମାଜ ମଧ୍ୟରୁ ବଛା ଯାଇଛନ୍ତି। ସେମାନେ ସେମାନଙ୍କର ପିତାଙ୍କର ପରିବାରବର୍ଗର ନେତା ଆଉ ଇସ୍ରାଏଲର ବିଭାଗର ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

Recommended Reading