Numbers 1:17 — Compare Translations

5 translations compared side by side

Odia - 1840
"ଆଉ ଯେଉଁ ମାନେ ବଛା ୟାଇଥିଲେ, ମାଶାେ ଓ ହାରୋଣ ଏହି ଲୋକମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁମାନେ ବଛା ଯାଇଥିଲେ, ମୋଶା ଓ ହାରୋଣ ଏହି ଲୋକମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।