Numbers 1:18 — Compare Translations

5 translations compared side by side

Odia - 1840
"ମାଶାେ ଓ ହାରୋଣ ଦ୍ବିତୀୟ ମାସର ପ୍ରଥମ ଦିନ ରେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କଲେ ଏବଂ ସମାନଙ୍କେର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଓ ହାରୋଣ ଦ୍ୱିତୀୟ ମାସର ପ୍ରଥମ ଦିନରେ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କଲେ ଏବଂ ସେମାନଙ୍କର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡ଼ିଏ ବର୍ଷ କିମ୍ବା ତତୁର୍ଦ୍ଧ୍ୱ ବୟସ୍କ ଲୋକମାନଙ୍କର ନାମ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।