Numbers 1:19 — Compare Translations
5 translations compared side by side
Odia - 1840
"ଏହିରୂପେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସୀନଯର ମରୂଭୂମିରେ ସମାନଙ୍କେୁ ଗଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ, ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟର ମରୂଭୂମିରେ ସେମାନଙ୍କୁ ଗଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।