Numbers 1:2 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରେତ୍ୟକକ ପୁରୁଷ ଲୋକର ନାମ ତାଲିକା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରତ୍ୟେକ ପୁରୁଷ ଲୋକର ନାମ ତାଲିକା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।”