Numbers 1:20 — Compare Translations
5 translations compared side by side
Odia - 1840
"ରୂବନ୍େ ବଂଶଧର ଇଶ୍ରାୟେଲଙ୍କର ପ୍ରଥମ ଜାତ ସମାନଙ୍କେର କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଓ ସଂଖ୍ଯାଅନୁସାରେ ସୈନ୍ଯବାହୀନି ରେ ୟୋଗ ଦବୋ ପାଇଁ ଯୋଗ୍ଯ ତାଲିକା ଭୁକ୍ତକରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ ବଂଶଧର ଇସ୍ରାଏଲଙ୍କର ପ୍ରଥମଜାତ ସେମାନଙ୍କର କୋଡ଼ିଏ ବର୍ଷ କିମ୍ବା ତତୁର୍ଦ୍ଧ୍ୱ ବୟସ୍କ ଲୋକମାନଙ୍କର ନାମ ଓ ସଂଖ୍ୟାନୁସାରେ ସୈନ୍ୟବାହିନୀରେ ଯୋଗଦେବା ପାଇଁ ଯୋଗ୍ୟ ତାଲିକାଭୁକ୍ତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;