Numbers 1:22 — Compare Translations
5 translations compared side by side
Odia - 1840
"ଶିମିୟୋନ ବଂଶର ସମାମେନଙ୍କର ପିତୃଗୃହ, ନାମ ଏବଂ ସଂଖ୍ଯା କୋଡିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ଯ ବିଭାଗ ରେ ଦାଖଲ ହବୋକୁ ଯୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟୋନ ବଂଶର ସେମାମାନଙ୍କର ପିତୃଗୃହ, ନାମ ଏବଂ ସଂଖ୍ୟା କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ୟ ବିଭାଗରେ ଦାଖଲ ହେବାକୁ ଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;
Odia IRV 2017 (ଓଡିଆ ବାଇବେଲ)
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;