Numbers 1:28 — Compare Translations

5 translations compared side by side

Odia - 1840
"ଇଷାଖର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଷାଖର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
Odia IRV 2017 (ଓଡିଆ ବାଇବେଲ)
ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;