Numbers 1:29 — Compare Translations
5 translations compared side by side
Odia - 1840
"ଇଷାଖର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 54,400"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 54,400
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
Odia IRV 2017 (ଓଡିଆ ବାଇବେଲ)
ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।