Numbers 1:3 — Compare Translations
5 translations compared side by side
Odia - 1840
"ଯେଉଁ ମାନେ କୋଡିଏ ବର୍ଷ ଏବଂ ତହିଁରୁ ଅଧିକ ସହେି ସମସ୍ତଙ୍କୁ ଗଣନା କର। ଏହି ଲୋକମାନେ, ୟିଏ କି ସୈନ୍ଯମାନଙ୍କ ସହିତ ୟାଇ ପାରିବେ। ତୁମ୍ଭେ ଓ ହାରୋଣ ସମାନଙ୍କେର ବିଭାଗ ଅନୁସାରେ ସମାନଙ୍କେୁ ତାଲିକାଭୁକ୍ତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତହିଁରୁ ଅଧିକ ସେହି ସମସ୍ତଙ୍କୁ ଗଣନା କର। ଏହି ଲୋକମାନେ, ଯିଏ କି ସୈନ୍ୟମାନଙ୍କ ସହିତ ଯାଇ ପାରିବେ। ତୁମ୍ଭେ ଓ ହାରୋଣ ସେମାନଙ୍କର ବିଭାଗ ଅନୁସାରେ ସେମାନଙ୍କୁ ତାଲିକାଭୁକ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
Odia IRV 2017 (ଓଡିଆ ବାଇବେଲ)
କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।