Numbers 1:32 — Compare Translations

5 translations compared side by side

Odia - 1840
"ଇଫ୍ରଯିମଙ୍କର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମଙ୍କର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;