Numbers 1:37 — Compare Translations
5 translations compared side by side
Odia - 1840
"ବିଦ୍ଯାମୀନ ଗୋ୍ଟୀର ପୁରୁଷ ଲୋକମାନଙ୍କର ମାଟେ ସଂଖ୍ଯା 35,400"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମିନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 35,400
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା।