Numbers 1:4 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।