Numbers 1:43 — Compare Translations

5 translations compared side by side

Odia - 1840
"ନପ୍ତାଲି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 53,400"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 53,400
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
Odia IRV 2017 (ଓଡିଆ ବାଇବେଲ)
ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।