Numbers 1:44 — Compare Translations
5 translations compared side by side
Odia - 1840
"ମାଶାେ, ହାରୋଣ ଓ ଇଶ୍ରାୟେଲର ବାର ଜଣ ଅଧିପତି ଏହି ଲୋକମାନଙ୍କୁ ଗଣନା କଲେ। ପ୍ରେତ୍ୟକକ ପିତୃଗୃହ ନିମନ୍ତେ ଜଣେ ଜଣେ ଅଧିପତି ସମାନଙ୍କେୁ ଗଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି ଏହି ଲୋକମାନଙ୍କୁ ଗଣନା କଲେ। ପ୍ରତ୍ୟେକ ପିତୃଗୃହ ନିମନ୍ତେ ଜଣେ ଜଣେ ଅଧିପତି ସେମାନଙ୍କୁ ଗଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।