Numbers 1:45 — Compare Translations

5 translations compared side by side

Odia - 1840
"ଏହିରୂପେ ଇଶ୍ରାୟେଲର ସମସ୍ତ ଲୋକ କୋଡିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ପିତୃଗୃହ ଅନୁସାରେ ଇଶ୍ରାୟେଲ ମଧ୍ଯରୁ ୟୁଦ୍ଧକୁ ୟିବା ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଇସ୍ରାଏଲର ସମସ୍ତ ଲୋକ କୋଡ଼ିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ନିଜ ନିଜ ପିତୃଗୃହ ଅନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।