Numbers 1:49 — Compare Translations

5 translations compared side by side

Odia - 1840
" ଲବେୀୟମାନଙ୍କୁ ଇଶ୍ରାୟେଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନଙ୍କୁ ଇସ୍ରାଏଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;