Numbers 1:50 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା' ଉପରେ ଲବେୀୟମାନଙ୍କୁ ନିୟୁକ୍ତି କରିବ; ସମାନେେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ବୋହିବେ ଓ ସମାନେେ ତହିଁର ସବୋ କରିବେ ଓ ତମ୍ବୁର ଚାରିଆଡେ ଛାଉଣୀ କରି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା’ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ବୋହିବେ ଓ ସେମାନେ ତହିଁର ସେବା କରିବେ ଓ ତମ୍ବୁର ଗ୍ଭରିଆଡ଼େ ଛାଉଣି କରି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
Odia IRV 2017 (ଓଡିଆ ବାଇବେଲ)