Numbers 1:51 — Compare Translations

5 translations compared side by side

Odia - 1840
"ଯେତବେେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାୟିବ, ଲବେୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣିଥରେ ସ୍ଥାପନ କରିବା ଉଚିତ୍। ଲବେୀୟ ବ୍ଯତୀତ, ଅନ୍ୟ ଯେକହେି ସଠାେକୁ ୟାଏ, ତାକୁ ହତ୍ଯା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାଯିବ, ଲେବୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣି ଥରେ ସ୍ଥାପନ କରିବା ଉଚିତ୍। ଲେବୀୟ ବ୍ୟତୀତ, ଅନ୍ୟ ଯେକେହି ସେଠାକୁ ଯାଏ, ତାକୁ ହତ୍ୟା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।