Numbers 1:52 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟ ଲୋକମାନେ ସମାନଙ୍କେର ଶିବିର ଅଲଗା ଅଲଗା ଦଳ ରେ ବିଭକ୍ତ କଲେ। ପ୍ରେତ୍ୟକକର ନିଜ ଧ୍ବଜା ରହିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଲୋକମାନେ ସେମାନଙ୍କର ଶିବିର ଅଲଗା ଅଲଗା ଦଳରେ ବିଭକ୍ତ କଲେ। ପ୍ରତ୍ୟେକର ନିଜ ଧ୍ୱଜା ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।