Numbers 1:53 — Compare Translations
5 translations compared side by side
Odia - 1840
"କିନ୍ତୁ ଲବେୀୟମାନେ ନିଯମର ପବିତ୍ର ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେଓ ସମାନେେ ନିଯମର ପବିତ୍ର ତମ୍ବୁକୁ ରକ୍ଷା କରିବେ। ଏହିପରି ପରମେଶ୍ବରଙ୍କର କୋରଧ, ଇଶ୍ରାୟେଲର ଲୋକମାନଙ୍କ ଉପରେ ବ୍ଯାପିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲେବୀୟମାନେ ନିୟମର ପବିତ୍ର ତମ୍ବୁର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବେ ଓ ସେମାନେ ନିୟମର ପବିତ୍ର ତମ୍ବୁକୁ ରକ୍ଷା କରିବେ। ଏହିପରି ପରମେଶ୍ୱରଙ୍କର କ୍ରୋଧ, ଇସ୍ରାଏଲର ଲୋକମାନଙ୍କ ଉପରେ ବ୍ୟାପିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।