Numbers 1:54 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ ଯେଉଁସବୁ ଆଜ୍ଞା ଦଇେଥିଲେ, ଇଶ୍ରାୟେଲୀୟ ମାନେ ସହେିରୂପେ ମାନି କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ ଯେଉଁସବୁ ଆଜ୍ଞା ଦେଇଥିଲେ, ଇସ୍ରାଏଲୀୟମାନେ ସେହିରୂପେ ମାନି କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।