Numbers 10:11 — Compare Translations

5 translations compared side by side

Odia - 1840
"ଆଉ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସର ବିଂଶତମ ଦିନ ରେ ସହେି ମେଘ ସାକ୍ଷ୍ଯରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଲୋକମାନଙ୍କର ସେମାନଙ୍କର ଛାଉଣିକୁ ଯାତ୍ରା ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ବିଂଶତମ ଦିନରେ ସେହି ମେଘ ସାକ୍ଷ୍ୟରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।