Numbers 10:12 — Compare Translations
5 translations compared side by side
Odia - 1840
"ତହୁଁ ଇଶ୍ରାୟେଲର ଲୋକମାନେ ସନୀଯ ମରୁଭୂମିରୁ ୟାତ୍ରା ଆରମ୍ଭ କଲେ, ପୁଣି ସହେି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଇସ୍ରାଏଲର ଲୋକମାନେ ସୀନୟ ମରୁଭୂମିରୁ ଯାତ୍ରା ଆରମ୍ଭ କଲେ, ପୁଣି ସେହି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।