Numbers 10:14 — Compare Translations

5 translations compared side by side

Odia - 1840
"ପ୍ରଥମେ ଯିହୁଦା ଗୋଷ୍ଠୀର ଧ୍ବଜା ଆଗେ ଆଗେ ଗତିକଲା; ଆଉ ଅମ୍ମୀନାଦବର ପୁତ୍ର ନ ହଶାେନ ସମାନଙ୍କେର ଅଧିନାଯକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମେ ଯିହୁଦା ଗୋଷ୍ଠୀର ଧ୍ୱଜା ଆଗେ ଆଗେ ଗତିକଲା; ଆଉ ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କର ଅଧିନାୟକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।