Numbers 10:15 — Compare Translations
5 translations compared side by side
Odia - 1840
"ଆଉ ସୂଯାରର ପୁତ୍ର ନଥନଲେୋ ଇଷାଖର ଗୋଷ୍ଠୀର ସନୋଧ୍ଯକ୍ଷ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସୂୟାରର ପୁତ୍ର ନଥନେଲ ଇଷାଖର ଗୋଷ୍ଠୀର ସେନାଧ୍ୟକ୍ଷ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।