Numbers 10:16 — Compare Translations

5 translations compared side by side

Odia - 1840
"ତା'ପରେ ସବୂଲୂନ ସନ୍ତାନଗଣର ବଂଶ ୟାତ୍ରାକଲେ ଓ ହେଲୋନ୍ ର ପୁତ୍ର ଇଲୀଯାବ୍ ତାଙ୍କର ଅଧ୍ଯକ୍ଷ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସବୂଲୂନ ସନ୍ତାନଗଣର ବଂଶ ଯାତ୍ରାକଲେ ଓ ହେଲୋ‌ନ୍‌ର ପୁତ୍ର ଇଲୀୟାବ୍ ତାଙ୍କର ଅଧ୍ୟକ୍ଷ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।