Numbers 10:17 — Compare Translations

5 translations compared side by side

Odia - 1840
"ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବହି ଅଗ୍ରସର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।